www.samajalive.in
Sunday, December 14, 2025
26.1 C
Bhubaneswar

ଗୋଷ୍ଠୀ କନ୍ଦଳକୁ ନେଇ ଡବଲ ମର୍ଡର; ୨ ଗିରଫ

ସମ୍ବଲପୁର:  ଗୋଷ୍ଠୀ କନ୍ଦଳକୁ ନେଇ ସମ୍ବଲପୁରରେ ହୋଇଥିବା ଡବଲ ମର୍ଡର ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ଦୁଇ ଜଣ ହେଲେ ପାଣ୍ଡବ ମୁଖୀ ଓ ସମ୍ଭୁ ମୁଖୀ । ସୂଚନାଯୋଗ୍ୟ, ଟାଉନ୍ ଥାନା ଅନ୍ତର୍ଗତ ଠେଲକୋପଡ଼ା ଗ୍ରାମରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହେବା ସହ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାର ପ୍ରତିଶୋଧ ନେବାକୁ ଅପରପକ୍ଷ ଗୋଷ୍ଠୀର ଶଙ୍କର ମୁଖୀଙ୍କୁ ଆଜି ସକାଳେ ଭୁଜାଲିରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଥିଲା। ଏହା ସହ ତାଙ୍କ ଘରକୁ ମଧ୍ୟ ଜାଳି ଦେଇଥିଲେ । ଗାଁରେ ୩ ପ୍ଲାଟୁନ୍ ପୁଲିସ ମୁତୟନ ହୋଇଥିଲା।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories