• ନବରଙ୍ଗପୁରAug 07, 2017

    ଖାଦ୍ୟରେ ବିଷ କ୍ରିୟା : ଗୋଟିଏ ପରିବାରର ୩ ମୃତ

     ରାଇଘର,ଉମରକୋଟ : ନବରଙ୍ଗପୁର ଜିଲା ରାଇଘର ବ୍ଲକ ହଳଦୀ ପଞ୍ଚାୟତର ଶିରାପାରା ଗ୍ରାମରେ  ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଅବସ୍ଥାରେ ଉମରକୋଟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଜଣାଯାଇଛି ।  ହଳଦୀ ପଞ୍ଚାୟତର ଶିରାପାରା ଗ୍ରାମର...

  • ନବରଙ୍ଗପୁରAug 06, 2017

    ଅଟୋରିକ୍ସାରେ ଜନ୍ମ ହେଲା ଶିଶୁ କନ୍ୟା

    ଉମରକୋଟ : ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍‌ ଖାଣ୍ଡା ପଞ୍ଚାୟତ କରଣ୍ଡିଆଗୁଡାର ପ୍ରତିମା ଗଣ୍ଡ ଏକ ଅଟୋ ରିକ୍ସାରେ ସନ୍ତାନକୁ ଜନ୍ମ ଦେଇଛନ୍ତି । ସୋମନାଥ ଗଣ୍ଡଙ୍କ ପତ୍ନୀ ପ୍ରତିମାଙ୍କ ପ୍ରସବ ବେଦନା ହେବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବା...

Like Us

Breaking News

ସୁନ୍ଦରଗଡ: ବୀରମିତ୍ରପୁର ଯଲଙ୍ଗବିରା ବିଦ୍ୟାଳୟର ଛାତ ମରାମତି ବେଳେ ଛାତରୁ ପଡି ଜଣେ ଶ୍ରମିକର ମୃତ୍ୟୁ ଓ ଅନ୍ୟ ଜଣେ ଆହତ । ସ୍ଥାନିୟ ଅଂଚଳରେ ଉତ୍ତେଜନା। | ଯାଜପୁର/ଅନୁଗୋଳ : ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକର ଜରି ଗ୍ରାମର ଦୁଇ ଝିଅ ଖରସ୍ରୋତା ନଦୀରେ ନିଖୋଜ । ସେହିପରି ତାଳଚେରଠାରେ ବ୍ରାହ୍ମଣୀ ନଦୀରେ ବୁଡ଼ି ବାଳକ ମୃତ । | ସି-ସୋର ମୁଖ୍ୟ ପ୍ରଶାନ୍ତ ଦାଶଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ । | ସୁନ୍ଦରଗଡ: ସେଲ ଅଧ୍ୟକ୍ଷଙ୍କ ରାଉରକେଲାଗସ୍ତ ସମୟରେ ବିଭିନ୍ନ ଦାବି ନେଇ ବିକ୍ଷୋଭ | ସିସୋର ଠକେଇର ମୁଖ୍ୟ ଅଭିଯୁକ୍ତ ପ୍ରଶାନ୍ତ ଦାସଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ | ଭୁବନେଶ୍ୱର ଆଇଆଇଟିରେ ଛାତ୍ରୀଙ୍କୁ ପ୍ରଫେସରଙ୍କ ଯୌନ ନିର୍ଯ୍ୟାତନା | ମହିଳା ମାଓବାଦୀଙ୍କ ଆତ୍ମସର୍ମପଣ | କଟକ:ଏସିବିର ବାୟୋକେମିଷ୍ଟ୍ରି ଓ ଫିଜିଓଲୋଜି ବିଭାଗରେ ସଟସର୍କିଟ କାରଣରୁ ଅଗ୍ନୀକାଣ୍ଡ | ‘ଆଉଟଲୁକ’ ପକ୍ଷରୁ କରାଯାଇଥିବା ସର୍ବେକ୍ଷଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରେଷ୍ଠ ପ୍ରଶାସକ ଭାବେ ବିବେଚିତ, ‘ଆଉଟଲୁକ’ ସର୍ବେକ୍ଷଣର ୬ନମ୍ବର ତାଲିକାରେ ଅଛନ୍ତି ନବୀନ ପଟ୍ଟନାୟକ | ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |