www.samajalive.in
Monday, December 15, 2025
26.1 C
Bhubaneswar

ଝାରସୁଗୁଡା ଛାଡିଲା କ୍ରାଇମବ୍ରାଞ୍ଚ: ଚୌଦ୍ଵାର ଜେଲରେ ଗୋପାଳକୁ କରିପାରେ ଜେରା

ଝାରସୁଗୁଡା: ନବ ଦାସ ହତ୍ୟାକାଣ୍ଡ ମାମଲା।  ଝାରସୁଗୁଡାରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍। ୫ ଦିନର ମାରାଥନ୍ ଛାନଭିନ୍ ପରେ କ୍ରାଇମବ୍ରାଞ୍ଚର ଦୁଇ ଜଣିଆ ଟିମ୍ ଝାରସୁଗୁଡା ଛାଡିଛି । ଇତି ମଧ୍ୟରେ କ୍ରାଇମବ୍ରାଞ୍ଚ ୧୪ରୁ ୧୫ ଜଣଙ୍କର ବୟାନ ରେକର୍ଡ କରିସାରିଛି। ଏ ନେଇ ସୂଚନା ଦେଇଛନ୍ତି ତଦନ୍ତକାରୀ ଅଧିକାରୀ। ତଦନ୍ତ କରିବା ସମୟରେ ଟିମ୍ ଅନେକ ତଥ୍ୟ ହାସଲ କରିଛି। ସେ ସବୁକୁ କୋର୍ଟରେ ଉପସ୍ଥାପନ କରାଯିବ। ଆବଶ୍ୟକ ହେଲେ ପୁଣି ଥରେ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଟିମ୍ ଝାରସୁଗୁଡା ଆସିପାରେ। ସେପଟେ ଚୌଦ୍ଵାର ଜେଲରେ କ୍ରାଇମବ୍ରାଞ୍ଚ ଟିମ୍ ଗୋପାଳକୁ ଜେରା କରିପାରେ।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories