www.samajalive.in
Monday, December 15, 2025
26.1 C
Bhubaneswar

ଦୁଇ ହାର୍ଡକୋର୍ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ବିଜାପୁର ପୁଲିସକୁ ବଡ ସଫଳତା ମିଳିଛି। ଦନ୍ତେଓ୍ବାଡା ଏବଂ ବିଜାପୁର ସୀମାନ୍ତ ଇନ୍ଦ୍ରାବତୀ ଜଙ୍ଗଲରେ ପୁଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର୍ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ ବି ଗୁଳି ବିନିମୟ ଜାରି ରହିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଅଧିକ ମାଓବାଦୀ ନିହତ ହୋଇଥିବା ଆଶଙ୍କା କରାଯାଉଛି। ସର୍ଚ୍ଚ ଅପରେସନ୍ ପରେ ସମ୍ପୂର୍ଣ୍ଣ ତଥ୍ୟ ଜଣାପଡିବ।  ଏସଟିଏଫ୍ , ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ଅପରେସନ୍ ବେଳେ ଏହି ସଫଳତା ମିଳିଛି। ଅପରେସନ୍ ରେ ୪୦୦ କୋବ୍ରା ଯବାନ୍ ନିୟୋଜିତ ହୋଇଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories