www.samajalive.in
Monday, December 8, 2025
27.1 C
Bhubaneswar

ବାରଣାସୀରୁ ଲୋକସଭା ନିର୍ବାଚନ ଲଢିବେ ମୋଦୀ: ବିଜେପିର ପ୍ରଥମ ଦଫା ପ୍ରାର୍ଥୀ ତାଲିକା ଘୋଷିତ

ନୂଆଦିଲ୍ଲୀ ..- ସାଧାରଣ ନିର୍ବାଚନ ୨୦୧୯ ପାଇଁ ବିଜେପିର ପ୍ରଥମ ଦଫା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ଦଳର ମୁଖ୍ୟ କାର୍ଯ୍ୟାଳୟରେ ଏହାକୁ ଘୋଷଣା କରିଛନ୍ତି । ପ୍ରଥମ ଦଫାରେ ଲୋକସଭାର ୧୮୪ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି ।

ଚଳିତ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରୁ ପୁଣି ନିର୍ବାଚନ ଲଢିବେ । ଗତଥର ସେ ଏହି ଆସନରୁ ବିଜୟ ଲାଭ କରିଥିଲେ ।  ଚଳିତ ଥର ଗୁଜୁରାଟର ଗାନ୍ଧୀ ନଗରରୁ ଅମିତ ଶାହ ଲୋକସଭା ନିର୍ବାଚନ ଲଢିବେ । ପୂର୍ବରୁ ବରିଷ୍ଠ ବିଜେପି ନେତା ଲାଲାକୃଷ୍ଣ ଆଡଭାନୀ ଏହି ଲୋକ ସଭା ଆସନରୁ ବିଜେପି ଟିକେଟରେ ନିର୍ବାଚନ ଲଢିଥିଲେ । ଗାଜିଆବାଦ ଆସନରୁ  ଭିକେ ସିଂ ପ୍ରାର୍ଥୀ ହେବେ । ଆମେଥିରୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଲୋକସଭା ନିର୍ବାଚନ ଲଢିବେ  ।

- Advertisement -

ନିମ୍ନରେ ପ୍ରାର୍ଥୀ ତାଲିକା ପ୍ରଦାନ କରାଯାଇଛି —

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories