ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବିସ୍ଫୋରଣ, ୧୧ ଆହତ ଓ ଜଣେ ନିଖୋଜ

.

Published On: Oct 13, 2017 11:34 AM IST | Updated On: Oct 13, 2017 11:45 AM IST |   602


ବଡବିଲ: କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ଏକ ସ୍ପଞ୍ଜ ଆଇରନ ପ୍ଲାଣ୍ଟର ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ଫୋରଣ ଘଟି ୧୧ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଆହତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ସ୍ଥାନୀୟ ଡାକ୍ତରଖାନା ଏବଂ ପରେ ଯୋଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ କଟକ ବଡମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଦୁର୍ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିରେ ଜଣେ କର୍ମଚାରୀ ନିଖୋଜ ଥିବା ନେଇ ମଧ୍ୟ ସୂଚନା ରହିଛି।

Tags:

Like Us

Breaking News

ବଲାଙ୍ଗୀର: ଆସନ୍ତା ୨୬ ତାରିଖରେ ଶୁଲିଆ ଯାତ୍ରା: ବଳିପ୍ରଥା ବନ୍ଦ ପାଇଁ ପ୍ରଶାସନର ଆହ୍ୱାନ ବାଲେଶ୍ୱର ଆଲଏଜ୍‌ର  ୨୪୪ କୋଟି ଟଙ୍କାର ସମ୍ପତି ଆଟାଚ କଲା ପ୍ରବର୍ତ୍ତନ ନିର୍ଦେଶାଳୟ ପୁରୀ : ଶ୍ରୀମନ୍ଦିର ଭିତରେ ସେଲଫି ଉଠାଉଥିବା ୩ ଶ୍ରଦ୍ଧାଳୁ ଅଟକ, ମୋବାଇଲ ଜବତ। ଧନୁ ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି