ଅଜଣା ବ୍ୟକ୍ତିର ମୃତଦେହ ଉଦ୍ଧାର

.

Published On: Oct 13, 2017 11:52 AM IST |   225


ମାଲକାନଗିରି: ମାଲକାନଗିରି ସଦର ମହକୁମା ସ୍ଥିତ ସୁକମା ବାଇପାସ ରାସ୍ତାରେ ଏକ ଅଜଣା ବ୍ୟକ୍ତିର ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି। ତେବେ ହା ହତ୍ୟା ନ ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ନଥିବା ବେଳେ ପୁଲିସ ତଦନ୍ତ ଚାରି ରଖିଛି। କେହି ଦୁର୍ବୃତ୍ତ ତାଙ୍କୁଚ ହତ୍ୟା କରି ଗଛରେ ଝୁଲାଇ ଆତ୍ମହତ୍ୟାର ରୂପ ଦେଇଥିବା ପୁଲିସ ସନ୍ଦେହ କରୁଛି।

Tags:

Like Us

Breaking News

ତୃତୀୟ ଦିନିକିଆରେ ଶ୍ରୀଲଙ୍କାକୁ ୮ ୱିକେଟରେ ପରାସ୍ତ କରିବା ସହିତ ଭାରତ ୨-୧ରେ ଦିନିକିଆ ସିରିଜ ବିଜୟୀ । ବିଶାଖାପାଟଣା ଦିନିକିଆରେ ଭାରତକୁ ୨୧୬ ରନ୍‌ ଟାର୍ଗେଟ ଦେଲା ଶ୍ରୀଲଙ୍କା କଟକ: ଟିକେଟ୍ ବିକ୍ରିକୁ ନେଇ ବାରବାଟୀରେ ଉତ୍ତେଜନା ବାଲେଶ୍ବର: ସୋର ଛପୋଲିଆରେ ଦୁର୍ଘଟଣା. ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର