ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ ହ୍ରାସ କଲେ ମଧ୍ୟପ୍ରଦେଶ ସରକାର

.

Published On: Oct 13, 2017 04:19 PM IST |   96

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ ହ୍ରାସ କରିବ ପାଇଁ ନିଷ୍ପତ୍ତି ନେଇଛନ୍ତି । ପେଟ୍ରୋଲ ଉପରୁ ୩ ପ୍ରତିଶତ ଓ ଡିଜେଲ ଉପରୁ ୫ ପ୍ରତିଶତ ଭାଟ ହ୍ରାସ ପାଇଁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ଶୁକ୍ରବାର ମଧ୍ୟରାତ୍ରରୁ ନୂଆଦର ଲାଗୁ ହେବ  ବୋଲି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି । ଦେଶର ତୃତୀୟ ରାଜ୍ୟ ଭାବେ ମଧ୍ୟପ୍ରଦେଶ ସରକାର ଭାଟ ହ୍ରାସ କରିଛନ୍ତି । ପୂର୍ବରୁ  ମହାରାଷ୍ଟ୍ର,ଗୁଜୁରାଟ ଓ ହିମାଚଳ ପ୍ରଦେଶ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ ହ୍ରାସ କରିଥିଲେ ।  ପେଟ୍ରୋଲିୟ ତୈଳ ଉପରେ କେନ୍ଦ୍ର ସରକାର ୨ ଟଙ୍କା ଉତ୍ପାଦ ଶୁଳ୍କ ହ୍ରାସ କରିଥିଲେ ।

Tags:

Like Us

Breaking News

ତୃତୀୟ ଦିନିକିଆରେ ଶ୍ରୀଲଙ୍କାକୁ ୮ ୱିକେଟରେ ପରାସ୍ତ କରିବା ସହିତ ଭାରତ ୨-୧ରେ ଦିନିକିଆ ସିରିଜ ବିଜୟୀ । ବିଶାଖାପାଟଣା ଦିନିକିଆରେ ଭାରତକୁ ୨୧୬ ରନ୍‌ ଟାର୍ଗେଟ ଦେଲା ଶ୍ରୀଲଙ୍କା କଟକ: ଟିକେଟ୍ ବିକ୍ରିକୁ ନେଇ ବାରବାଟୀରେ ଉତ୍ତେଜନା ବାଲେଶ୍ବର: ସୋର ଛପୋଲିଆରେ ଦୁର୍ଘଟଣା. ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର