ଅଙ୍ଗନବାଡି କର୍ମୀଙ୍କୁ ଦୀପାବଳି ଭେଟି

ଅଙ୍ଗନବାଡି କର୍ମଚାରୀଙ୍କ ଦରମା ୬ଟଙ୍କାକୁ ବୃଦ୍ଧି

Published On: Oct 17, 2017 07:13 PM IST | Updated On: Oct 17, 2017 07:15 PM IST |   3851

 କଟକ: ଅଙ୍ଗନବାଡି କର୍ମୀମାନଙ୍କର ଦରମା ବୃଦ୍ଧି ବିଷୟରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଅଙ୍ଗନବାଡି କର୍ମୀଙ୍କ ଦରମା ୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନବାଡି କର୍ମୀଙ୍କ ଦରମା ୪୧୨୫ ଓ ଅଙ୍ଗନବାଡି ସହାୟିକାଙ୍କ ଦରମା ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନା ଯୋଗ୍ୟ ରାଜଧାନୀର ଲୋୟର ପିଏଜିନିକଟରେ ଅଙ୍ଗନବାଡି କର୍ମୀ ଦରମା ବୃଦ୍ଧି ଦାବିରେ ଧାରଣାରେ ବସିଥିବା ବେଳେ  ମଙ୍ଗଳବାରରେ ଏମାନଙ୍କର ଏକ ଗୋଷ୍ଠୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ  । ଏହାପରେ ମଙ୍ଗଳବାର ସନ୍ଧ୍ୟାରେ ଅଙ୍ଗନବାଡି କର୍ମୀମାନଙ୍କ ଦରମା ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।