ଦୁଇଟି ହାତୀର ମୃତଦେହ ଉଦ୍ଧାର

.

Published On: Oct 23, 2017 11:48 AM IST |   97


ଝାରସୁଗୁଡା: ଝାରସୁଗୁଡା ଜିଲା ବାଗଡିହି ନିକଟରୁ ଦୁଇଟି ହାତୀର ମୃତଦେହ ଉଦ୍ଧାର ହୋଇଛି। ହାତୀ ଦୁଇଟିର ମୃତ୍ୟୁ କାରଣ ଜଣାପଡିନାହିଁ । ସେହି ଅଞ୍ଚଳରେ ଯାଇଥିବା ୩୩ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ସେମାନଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।