କୃଷି ମନ୍ତ୍ରୀ ଦାମ ରଉତଙ୍କୁ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ କଳା ପତାକା ପ୍ରଦର୍ଶନ

.

Published On: Nov 09, 2017 04:54 PM IST | Updated On: Nov 09, 2017 05:04 PM IST |   1117

ଅନୁଗୁଳ:  କୃଷି ମନ୍ତ୍ରୀ ଦାମ ରାଉତଙ୍କୁ ଅନୁଗୁଳର ବନ୍ତଳା ଠାରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ କଳା ପତାକା ପ୍ରଦର୍ଶନ କରାଯାଇଛି । ବିଜେପି ନେତ୍ରୀ ଲେଖାଶ୍ରୀଙ୍କ ବିରୋଧରେ ଆକ୍ଷେପମୂଳକ ମନ୍ତବ୍ୟ ପ୍ରଦାନ ପରେ ବିଜେପି ପକ୍ଷରୁ ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଇଥିଲା ।  ଗୁରୁବାରରେ ଅନୁଗୁଳ ବନ୍ତଳା ନିକଟରେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ  ମହୀଧରପୁର ଛକ ନିକଟରେ ବିଜେପି ମହିଳା ମୋର୍ଚା ପକ୍ଷରୁ ତାଙ୍କୁ କଳା ପତାକା ପ୍ରଦର୍ଶନ କରାଯାଇଥିଲା ।

ସୁରକ୍ଷା କର୍ମୀମାନେ ମହିଳାମାନଙ୍କୁ ରୋକି ବାକୁ ଚେଷ୍ଟା କରିଥିଲେ ବି ସେମାନେ ମନ୍ତ୍ରୀଙ୍କ କାର୍‌ ପଛରେ ଦଉଡିବା ସହ କଳା ପତାକା ପ୍ରଦର୍ଶ କରିଥିଲେ ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।