ତାଲିବାନ ଆକ୍ରମଣରେ ଆଫଗାନିସ୍ତାନର ୨୭ ପୁଲିସ ନିହତ

ତାଲିବାନ ଆକ୍ରମଣରେ ଆଫଗାନିସ୍ତାନର ୨୭ ପୁଲିସ ନିହତ

Copy Editor | Published On: Nov 14, 2017 11:21 PM IST | Updated On: Nov 14, 2017 11:21 PM IST |   52

କାବୁଲ : ଆଫଗାନିସ୍ତାନର କାନ୍ଦାହାର ପ୍ରଦେଶରେ ତାଲିବାନ ଆତଙ୍କବାଦୀମାନେ ସୋମବାର ରାତିରେ ତିନିଟି ଜିଲାର ୧୫ଟି ପୁଲିସ ଚେକ୍‌ପୋଷ୍ଟ ଉପରେ ଆକ୍ରମଣ କରିବା ଫଳରେ ୨୭ ଜଣ ପୁଲିସ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ପୁଲିସର ପାଲଟା କାର୍ଯ୍ୟାନୁଷ୍ଠାନରେ ୧୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।
Tags:

Like Us

Breaking News

ପୁରୀ: ଫେସବୁକରେ ଭିଡିଓ ଅପଲୋଡ୍ କରି ଯୁବକଙ୍କ ଆତ୍ମହତ୍ୟା ଘଟଣାରେ, ପତ୍ନୀ ଓ ପ୍ରେମିକ ଗିରଫ ଭୁବନେଶ୍ୱରରେ ଗୁଳିମାଡ ; ଖଣ୍ଡଗିରିର ଏକ ଘରୋଇ ହସ୍ପିଟାଲ କର୍ମଚାରୀଙ୍କୁ ଗୁଳିମାଡ କରି ୫ ଦୁର୍ବୃତ୍ତ ଫେରାର । ଡି-ବ୍ରଦର୍ସଙ୍କ ଡିସଚାର୍ଜ ପିଟିସନ ଏସଡିଜେଏମଙ୍କ କୋର୍ଟରେ ଖାରଜ । ୩ଟି ମାମଲାରେ ଦୋଷମୁକ୍ତ କରିବାକୁ ଆବେଦନ କରିଥିଲେ । ଯୁବତୀଙ୍କ ଭିଡିଓ ଭାଇରାଲ ହେବା ଘଟଣାରେ ୨ ଅଭିଯୁକ୍ତ ଗିରଫ; ଅନ୍ୟ ଜଣେ ଫେରାର