ମାର୍ଚ ୬ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ

.

Published On: Nov 16, 2017 05:40 PM IST | Updated On: Nov 16, 2017 05:47 PM IST |   499

କଟକ: ଆସନ୍ତା ବର୍ଷ ମାର୍ଚ୍ଚ ୬ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ । ଏହା ମାର୍ଚ ମାସ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଗୁରୁବାର ଦିନ ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମ ଦିନ ବିଜ୍ଞାନ ଓ ବାଣିଜ୍ୟର ଇଂରାଜୀ ପରୀକ୍ଷା ଅନୁଷ୍ଠିତ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦା ମୂଳକ ପରୀକ୍ଷା ଅନୁଷ୍ଠିତ ହେବାର ଅଛି। ଜାନୁଆରି ୨୫ ତାରିଖରୁ ପ୍ରାଟିକାଲ ପରୀକ୍ଷା ଚାଲିବ । ଏହା ଫେବ୍ରୁଆରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ।

 

Tags:

Like Us

Breaking News

ଜୟପୁର: ପ୍ରବୀଣ ତୋଗାଡିଆଙ୍କ ସମ୍ବାଦିକ ସମ୍ମିଳନୀ, ‘କହିଲେ ମୋ କଣ୍ଠରୋଧ କରିବାକୁ ଚେଷ୍ଟା କରାଯାଉଥିଲା’ ଆଫଗାନିସ୍ତାନ: କାବୁଲସ୍ଥିତ ଭାରତୀୟ ଦୂତାବାସ ଉପରକୁ ରକେଟ ମାଡ଼, ସାମାନ୍ୟ କ୍ଷୟକ୍ଷତି ସୂଚନା ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ମ୍ୟାଚରେ ବର୍ଷା ବାଧକ, ଖେଳ ବିଳମ୍ବ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକା ୬୮/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକାର ୨ ୱିକେଟର ପତନ, ଦକ୍ଷିଣ ଆଫ୍ରିକା ୧୦/୨ ।