ନଦୀରେ ବୁଡି ନାବାଳକ ମୃତ

.

Published On: Nov 23, 2017 02:21 PM IST |   110

 

ରାୟଗଡ଼ା: ରାୟଗଡା ସହର ୨୦ ନମ୍ଵର ଓ୍ଵାର୍ଡ଼ର ଜଣେ ବାଳକ ନାଗାବଳୀ ନଦୀରେ ଵୁଡି ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ, ୧୨ବର୍ଷର ବାଳକ ଶୁଶାନ୍ତ ନାୟକ ଆଜି ସକାଳେ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଝୁଲାପୋଲ ନିକଟରେ ଵୁଡି ଯାଇଥିଲେ ।  ଖବରପାଇ ଉଦ୍ଧାରୀ ଦଳ ପହଞ୍ଚି ନଦୀ ମଧ୍ୟରୁ ଶୁଶାନ୍ତ ନାୟକଙ୍କ ମୃତଦେହ ଉଦ୍ଧାର କରିଥିଲେ ।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।