ବିଜେପୁର ବ୍ଲକ ବିଜେଡି ସଭାପତିଙ୍କ ଇସ୍ତଫା

.

Copy Editor RRM | Published On: Dec 02, 2017 03:39 PM IST |   240

ବିଜେପୁର: ବରଗଡ଼ ଜିଲା ବିଜେପୁର ବ୍ଲକ ବିଜେଡି ସଭାପତି ରାଧେଶ୍ୟାମ ମହାପାତ୍ର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି । ଏ ନେଇ ସେ ଶନିବାର ରାଜ୍ୟ ସଭାପତିଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଛନ୍ତି । ବିଜେପୁର ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ପୂର୍ବରୁ ଶ୍ରୀ ମହାପାତ୍ର ଇସ୍ତଫା ଦେବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି ।
Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।