ବରଗଡ଼ରୁ ମାଓବ୍ୟାନର ଜବତ

.

Published On: Dec 05, 2017 12:08 PM IST | Updated On: Dec 05, 2017 12:09 PM IST |   163

 

ବରଗଡ଼: ବରଗଡ଼ ଜିଲ୍ଲା ମେଳଛାମୁଣ୍ଡା ଥାନାର କୁଣ୍ଡାଖାଇରେ ମାଓବାଦୀଙ୍କ ବ୍ୟାନର ଜବତ ହୋଇଛି । ଭାରତୀୟ କମ୍ୟୁନିଷ୍ଟ ପାର୍ଟି ନାମରେ ଲାଗିଥିବା ବ୍ୟାନରରେ ଡ଼ିସେମ୍ବର ୨ରୁ ୮ ତାରିଖ ପର୍ୟ୍ୟନ୍ତ ସବୁ ଗ୍ରାମରେ ସମାଜ ପରିବର୍ତ୍ତନ ପାଇଁ ଆନ୍ଦୋଳନ କରିବାକୁ ଆହ୍ବନ ଦିଆଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁଇଟି ମାଓବ୍ୟାନର ଜବତ କରିଛି।  

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।