ବିଜେଡିର ନୂଆ ମୁଖପାତ୍ର

ବିଜେଡିର ନୂଆ ମୁଖପାତ୍ର

Copy Editor AH | Published On: Dec 06, 2017 01:52 AM IST |   519

ଭୁବନେଶ୍ୱର : ବିଜେଡିର ଆଇନ ସମ୍ପର୍କିତ ମୁଖପାତ୍ର ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଇନଜୀବୀ ଅସୀମ ଅମିତାଭ ଦାଶଙ୍କୁ ନିଯୁକ୍ତି ଦେଇଛନ୍ତି। ସେ ଆଇନଜୀବୀ ସାମ୍ମୁଖ୍ୟର ଉପଦେଷ୍ଟା ଅଛନ୍ତି। ଶ୍ରୀ ଦାଶଙ୍କୁ ଦଳର ମୁଖପାତ୍ର(ଲିଗାଲ) ଭାବେ ନିଯୁକ୍ତି ଦିଆଯାଇଥିବା ଏକ ପ୍ରେସ ବିବୃତିରେ ଦଳର ସମ୍ପାଦକ ବିଜୟ ନାୟକ ଜଣାଇଛନ୍ତି।
Tags:

Like Us

Breaking News

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ, ୧୭ ଜଣ ପ୍ରଶାସନିକ ଅଧିକାରୀଙ୍କ ବଦଳି ହିମାଚଳରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହାରିଲେ ମୋଦିଙ୍କ ଟ୍ୱିଟ ‘ଜିତିଲା ବିକାଶ, ଜିତିଲା ଗୁଜୁରାଟ’ ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଶ୍ରୀଲଙ୍କା କ୍ରିକେଟ ଦଳ