ଚୋରା ଗଞ୍ଜେଇ ଜବତ, ୨ ଗିରଫ

.

Published On: Dec 06, 2017 11:23 AM IST | Updated On: Dec 06, 2017 11:24 AM IST |   155

 

ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ କଲଣ ଗ୍ରାମରୁ ବିପୁଳ ପରିମାଣର ଚୋରା ଗଞ୍ଜେଇ ଜବତ ହୋଇଛି । ଏହି ମାମଲାରେ ପୁଲିସ ୨ଜଣଙ୍କୁ  ଗିରଫ କରିଛି । ଚଢଉ ବେଳେ ସେମାନଙ୍କ ନିଟକରୁ ୫୦ କେ.ଜି ରୁ ଅଧିକ ଗଞ୍ଜେଇ ଜବତ ହୋଇଛି ।

ସୂଚନାଯୋଗ୍ୟ, ଗତକାଲି ରାତିରେ ଯାଜପୁର ଅବକାରୀ ବିଭାଗ ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଚଢଉ କରାଯାଇଥିଲା। କୌଣସି ସୂତ୍ରରୁ ଖବର ପାଇ ପୁଲିସ କଲଣ ଗ୍ରାମର ଜଣଙ୍କ ଘରୁ ଏକ ବାକ୍ସ ମଧ୍ୟରୁ ପାଞ୍ଚ ବଣ୍ଡଲ ଗଞ୍ଜେଇ ଉଦ୍ଧାର କରିଥିଲା।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।