ବାରବାଟୀ ଟ୍ୱେଣ୍ଟି୨୦: ସୁରକ୍ଷା ପାଇଁ କମିଶନରେଟ ପୁଲିସ ତତ୍ପର

.

Copy Editor RRM | Published On: Dec 07, 2017 03:52 PM IST |   184

କଟକ: ଆସନ୍ତା ୨୦ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଟ୍ବେଣ୍ଟି୨୦ ମ୍ୟାଚ ଅନୁଷ୍ଠିତ ହେବ। ଏ ନେଇ କମିସନରେଟ ପୁଲିସ ତତ୍ପର ହୋଇଛି। ଖେଳ ଶେଷ ହେବା ପର୍ୟ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ ବୋଲି କଟକ ଡିସିପି ସୂଚନା ଦେଇଛନ୍ତି।
Tags:

Like Us

Breaking News

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ, ୧୭ ଜଣ ପ୍ରଶାସନିକ ଅଧିକାରୀଙ୍କ ବଦଳି ହିମାଚଳରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହାରିଲେ ମୋଦିଙ୍କ ଟ୍ୱିଟ ‘ଜିତିଲା ବିକାଶ, ଜିତିଲା ଗୁଜୁରାଟ’ ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଶ୍ରୀଲଙ୍କା କ୍ରିକେଟ ଦଳ