ବରଗଡରେ ପୁଣି ଚାଷୀ ଆତ୍ମହତ୍ୟା ଅଭିଯୋଗ

.

Published On: Dec 10, 2017 11:44 AM IST |   160

 

ବରଗଡ଼: ରବିବାର ବରଗଡ଼ ଜିଲରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଆମ୍ୱଭୋନା ବ୍ଳକ୍‌ କର୍ଲା ଗାଁର ଚାଷୀ ଅର୍ଜୁନ ସତନାମୀ ଫସଲ ନଷ୍ଟ ଯୋଗୁଁ କାଲି ବିଷ ପିଇ ଦେଇଥିଲେ । ଫଳରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମେଡିକାଲରେ ତାଙ୍କର ମୃତ୍ୟୁ ଘଟିଛି ।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।