ଯୁବକଙ୍କୁ ଛୁରାମାଡ଼ ଅଭିଯୋଗ

.

Published On: Dec 12, 2017 04:07 PM IST |   107

 

ଯାଜପୁର: ଯାଜପୁର ଥାନା ମୋଟରଙ୍ଗା ପାଳରେ ଯୁବକଙ୍କୁ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲରେ ସ୍ଥାନାନ୍ତର କରାଯାଇଛି । ଆହତ ଯୁବକ ଜଣଙ୍କ ହେଲେ ଲମ୍ବୋଦର ପରିଡା। ଛୁରାମାଡ଼ କାରଣ ଅସ୍ପଷ୍ଠ ରହିଛି । ପୁଲିସ ଅଭିଯୁକ୍ତ କିଶନ ପୃଷ୍ଟିକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।