ପତ୍ନୀଙ୍କୁ ହତ୍ୟା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ

.

Copy Editor RRM | Published On: Dec 14, 2017 06:18 PM IST |   244

ଯାଜପୁର ଟାଉନ: ଯାଜପୁର ଥାନା ଶିତଳେଶ୍ୱର ଗ୍ରାମରେ ମହିଳାଙ୍କୁ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି । ମୃତ ମହିଳାଙ୍କ ସ୍ୱାମୀ ଅଭିଯୁକ୍ତ ଗଙ୍ଗାଧର ଗଇତେଇଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି ଅତିରିକ୍ତ ଜିଲା ଦୌରାଜଜ୍‌ ।
Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।