ଯୁବକଙ୍କୁ ହତ୍ୟା ଅଭିଯୋଗ, ୩ ଅଟକ

.

Published On: Dec 19, 2017 01:35 PM IST |   153

 

ବଡ଼ସାହି: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ କୋଚିଳାପଦା ଗ୍ରାମର ସୁମନଶାନ୍ତ ନାଏକ(୪୫)ଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି । ଏକ ଭଙ୍ଗା ପୋଲରେ ମୃତ ଶରୀର ମୁଣ୍ଡ ତଳକୁ ଓହଳି ପଡିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ପାରିପାର୍ଶ୍ବିକ ସ୍ଥିତିରୁ ଏହା ଏକ ସୁପରିକଳ୍ପିତ ହତ୍ୟା ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।