ହାଇୱା ଧକ୍କାରେ ଜଣଙ୍କର ମୃତ୍ୟୁ

ହାଇୱା ଧକ୍କାରେ ଜଣଙ୍କର ମୃତ୍ୟୁ

Copy Editor AH | Published On: Dec 21, 2017 06:41 PM IST | Updated On: Dec 21, 2017 06:41 PM IST |   60

ଯାଜପୁର : ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅଧିନସ୍ତ ଛଞ୍ଚୀଣା ଗ୍ରାମ ରେ ରାସ୍ତା କାମ ହେଉଥିବା ସମୟରେ ହାଇୱା ଧକାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାମ ପ୍ରଫୁଲ୍ଲ ସାହୁ । ଏହି ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ରାସ୍ତାକାମ କରୁଥିବା ଠିକା କଂପାନୀ ଠାରୁ କ୍ଷତିପୂରଣ ଦାବି କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।