ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ନାବାଳକ ମୃତ

.

Published On: Dec 24, 2017 12:20 PM IST |   102

 

ଯାଜପୁର: ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ୨୧୫ ନମ୍ବର ଜାତୀୟ ରାଜପଥ ବଡପାଟୁଳି ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ନାବାଳକର ମୃତ୍ୟୁ ଘଟିଛି ।  ଏହାକୁ ନେଇ ସ୍ଥାନୀୟ ଲୋକ ବସ ଭାଙ୍ଗିବା ସହ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ବିଶୃଙ୍ଖଳା ପରିସ୍ଥିତକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ପୁଲିସ ମୁତୟନ କରାଯାଇଛି ।

 

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।