ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଶପଥ ଗ୍ରହଣ କଲେ ବିଜୟ ରୁପାଣୀ

.

Published On: Dec 26, 2017 02:20 PM IST | Updated On: Dec 26, 2017 02:21 PM IST |   755

ଗାନ୍ଧିନଗର:  ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ବିଜୟ ରୁପାଣୀ ପୁଣି ଥିରେ ଶପଥ ଗ୍ରହଣ କରିଛନ୍ତି ।  ଗୁଜୁରାଟର ରାଜ୍ୟରାଶ ଓପି କୋହଲି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ।  ନିତୀନ ପଟେଲ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବେଳେ ଅନ୍ୟ ୧୮ ଜଣ ମନ୍ତ୍ରୀ ଏହି ଅବସରରେ ଶପଥ ଗ୍ରହଣ କରିଛନ୍ତି ।

 ରୁପାଣୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ, ଲାଲ କୃଷ୍ଣ ଆଡଭାନୀ, କେନ୍ଦ୍ରେ ମନ୍ତ୍ରୀ ଥିବା ରବିଶଙ୍କର ପ୍ରସାଦ, ନୀତନ ଗଡକରି, ରାଜନାଥ ସିଂ,  ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟ ନାଥ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ବିଜୟରାଜ ସିନ୍ଧିଆ, ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକର, ଛତିଶଗଡ ମୁଖ୍ୟମନ୍ତ୍ରୀ ରମଣ ସିଂ ପ୍ରମୁଖ ସାମିଲ୍‌ ହୋଇଥିଲେ।

Tags:

Like Us

Breaking News

ଜୟପୁର: ପ୍ରବୀଣ ତୋଗାଡିଆଙ୍କ ସମ୍ବାଦିକ ସମ୍ମିଳନୀ, ‘କହିଲେ ମୋ କଣ୍ଠରୋଧ କରିବାକୁ ଚେଷ୍ଟା କରାଯାଉଥିଲା’ ଆଫଗାନିସ୍ତାନ: କାବୁଲସ୍ଥିତ ଭାରତୀୟ ଦୂତାବାସ ଉପରକୁ ରକେଟ ମାଡ଼, ସାମାନ୍ୟ କ୍ଷୟକ୍ଷତି ସୂଚନା ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ମ୍ୟାଚରେ ବର୍ଷା ବାଧକ, ଖେଳ ବିଳମ୍ବ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକା ୬୮/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକାର ୨ ୱିକେଟର ପତନ, ଦକ୍ଷିଣ ଆଫ୍ରିକା ୧୦/୨ ।