ଆଜି ଠାକୁରଙ୍କ ଶପଥ ଗ୍ରହଣ

ଆଜି ଠାକୁରଙ୍କ ଶପଥ ଗ୍ରହଣ

Copy Editor AH | Published On: Dec 27, 2017 06:59 AM IST | Updated On: Dec 27, 2017 12:37 PM IST |   649


ସିମଳା : ବିଜେପିର ବରିଷ୍ଠ ନେତା ଜୟରାମ ଠାକୁର ଆଜି ହିମାଚଳ ପ୍ରଦେଶର ତ୍ରୟୋଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଦିନ ୧୦ଟା ବେଳେ ସିମ୍‌ଳାର ଐତିହାସିକ ରିଚ୍‌ ଗ୍ରାଉଣ୍ଡରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ, ଶ୍ରୀ ଠାକୁରଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ । କେତେକ ନୂଆ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେବାର ଆଶା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ସଭାପତି ଅମିତ ଶାହା ଏବଂ ବିଜେପି ଶାସିତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଶପଥଗ୍ରହଣ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

 

Tags:

Like Us

Breaking News

ଜୟପୁର: ପ୍ରବୀଣ ତୋଗାଡିଆଙ୍କ ସମ୍ବାଦିକ ସମ୍ମିଳନୀ, ‘କହିଲେ ମୋ କଣ୍ଠରୋଧ କରିବାକୁ ଚେଷ୍ଟା କରାଯାଉଥିଲା’ ଆଫଗାନିସ୍ତାନ: କାବୁଲସ୍ଥିତ ଭାରତୀୟ ଦୂତାବାସ ଉପରକୁ ରକେଟ ମାଡ଼, ସାମାନ୍ୟ କ୍ଷୟକ୍ଷତି ସୂଚନା ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ମ୍ୟାଚରେ ବର୍ଷା ବାଧକ, ଖେଳ ବିଳମ୍ବ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକା ୬୮/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକାର ୨ ୱିକେଟର ପତନ, ଦକ୍ଷିଣ ଆଫ୍ରିକା ୧୦/୨ ।