ଯୁବକଙ୍କୁ ପଥର ଛେଚି ହତ୍ୟା

ଯୁବକଙ୍କୁ ପଥର ଛେଚି ହତ୍ୟା

Copy Editor RKD | Published On: Dec 27, 2017 10:27 AM IST |   364

ବରଗଡ଼ : ବରଗଡ଼ ସହରର ୱାର୍ଡ଼ ନମ୍ବର ୧ ଭୁରୁସୁଲ ବନ୍ଦ ପଡ଼ାରେ କମଳ ବେହେରା ନାମକ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ଯୁବକ ଜଣକ ୬ ନମ୍ବର ୱାର୍ଡ଼ ଦୋରାବନ୍ଧ ପଡ଼ାର ବୋଲି ଜାଣିବାକୁ ମିଳିଛି । ବରଗଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୀର୍ଘଦିନ ହେଲା ବରଗଡ ସହରରେ ହତ୍ୟା ପରି ଜଘଣ୍ୟ ଅପରାଧ ଘଟି ନଥିଲା । ସଂପ୍ରତି ବରଗଡ଼ରେ ଧନୁଯାତ୍ରା ଚାଲୁଥିବା ସମୟରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯିବା ସହରରେ ଚର୍ଚ୍ଚାର ବିଷୟ ପାଲଟିଛି ।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।