ଅଫିସ୍‌ରେ ଏସିଡିଓଙ୍କ ହାତ ଗୋଡ ବାନ୍ଧି ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

.

Published On: Dec 30, 2017 12:07 PM IST | Updated On: Dec 30, 2017 03:49 PM IST |   363

ଖୁଣ୍ଟା: ମୟୁରଭଞ୍ଜ ଜିଲ୍ଲା ଖୁଂଟା ବିଦ୍ୟୁତ ବିଭାଗ କାର୍ଯ୍ୟାଳୟରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ମଧ୍ୟ ରତିରେ ଦୁର୍ବୃତ୍ତମାନେ କାର୍ଯ୍ୟାଳୟରେ ପଶି ଏସଡିଓଙ୍କୁ ମାରଣାସ୍ତ୍ର ଦେଖାଇ ହାତ ଗୋଡକୁ ବାନ୍ଧି ଦେଇଥିଲେ । ପରେ ଆଇରନ୍ ଚେଷ୍ଟକୁ ଭାଙ୍ଗି ସେଥିରୁ୧ଲକ୍ଷ ୫୦ ହଜାର ଟଙ୍କା ଏବଂ ଲାପଟପ୍ ଲୁଟି ନେଇଛନ୍ତି । ଘଟଣାସ୍ଥଳରେ ପୁଲଇସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।