ପୁରୀରେ ମହୋଦଧି ଆଳତି

.

Copy Editor RRM | Published On: Jan 02, 2018 08:00 PM IST | Updated On: Jan 02, 2018 09:20 PM IST |   111

ପୁରୀ : ପୌଷ ପୂର୍ଣ୍ଣିମା ଅବସରରେ ପୁରୀ ସ୍ୱର୍ଗଦ୍ୱାର ନିକଟସ୍ଥ ବେଳାଭୂମିରେ ଏକାଦଶତମ ମହୋଦଧି ଆଳତି ଅନୁଷ୍ଠିତ ହୋଇଛି । ଗୋବର୍ଦ୍ଧନ ପୀଠାଧିଶ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ମହୋଦଧି ଆଳତି କରିଥିଲେ । ଏହି ଅବସରରେ ସାଧୁସନ୍ଥ ଓ ସନ୍ନ୍ୟାସୀଙ୍କ ଆଗମନ ହୋଇଥିଲା ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।