୮ ବଖରା ଗୁହାଳ ପୋଡ଼ି ପାଉଁଶ, ୪ ଗୋରୁ ଜୀବନ୍ତଦଗ୍ଧ

.

Copy Editor RRM | Published On: Jan 03, 2018 10:34 AM IST |   93

ପିପିଲି: ପୁରୀ ଜିଲା ଡେଲାଙ୍ଗ ଥାନା ଅନ୍ତର୍ଗତ ବେରବୋଇ ବେହେରା ସାହିରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସନ୍ତୋଷ ବେହେରା ଓ ପ୍ରମୋଦ ବେହେରାଙ୍କ ୮ ବଖରା ଗୁହାଳ ପୋଡ଼ି ପାଉଁଶ ହୋଇଯାଇଛି । ଏଥିରେ ୪ଟି ଗୋରୁ ଜୀବନ୍ତଦବ୍ଧ ହୋଇଥିବାବେଳେ ଅନ୍ୟ ୪ଟି ଗୋରୁ ଗୁରୁତର ଆହତ ହୋଇଛନ୍ତି । ଡେଲାଙ୍ଗ ଦମକଳ କେନ୍ଦ୍ର କର୍ମଚାରୀ ପହଞ୍ଚି ନିଅାଁକୁ ଆୟତ୍ତ କରିଥିଲେ ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।