ଚିଲିକାରେ ପକ୍ଷୀ ଗଣନା ଶେଷ, କମିଲା ପକ୍ଷୀ ସଂଖ୍ୟା

ଏଥର ୧୪୭ ପ୍ରଜାତିର ୮ ଲକ୍ଷ ୯୩ ହଜାର ୩୯୦ ପକ୍ଷୀ

Copy Editor AH | Published On: Jan 03, 2018 09:05 PM IST | Updated On: Jan 03, 2018 09:29 PM IST |   86

କଟକ : ଚଳିତ ବର୍ଷ ପାଇଁ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି ।  ଏଥର ମୋଟ ୧୪୭ ପ୍ରଜାତିର ୮ ଲକ୍ଷ ୯୩ ହଜାର ୩୯୦ ପକ୍ଷୀ ଚିଲିକା ଆସିଥିବା ଗଣନାରୁ ଜଣା ପଡିଛି । ତେବେ ବିଗତ ବର୍ଷ ତୁଳନାରେ ପକ୍ଷୀଙ୍କ ଆଗମନ ସଂଖ୍ୟା ହ୍ରାସ ପାଇଛି । ଗତ ବର୍ଷ ଏହି ସମୟ ମଧ୍ୟରେ ୧୬୭ ପ୍ରଜାତିର  ୯ ଲକ୍ଷ ୩୭ ହଜାର ୪୨୦ ପକ୍ଷୀ ଚିଲିକା ଆସିଥିଲେ। 

ଚଳିତ ବର୍ଷ ୫ଟି ଜୋନରେ ୨୧ଟି ଦଳ ପକ୍ଷୀ ଗଣନା କାର୍ଯ୍ୟରେ ନିୟୋଜିତ ହୋଇଥିଲେ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।