ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ

ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ

Copy Editor AH | Published On: Jan 05, 2018 12:57 PM IST |   65


ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାରେ ହାତୀଙ୍କ ଉତ୍ପାତ ଦେଖିବାକୁ ମିଳିଛି । ଜିଲ୍ଲାର ଝାରବନ୍ଧରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ହାତୀଟି ଘରଦ୍ୱାର ଭାଙ୍ଗି ନଷ୍ଟ କରି ଦେଇଛି ।

Tags:

Like Us

Breaking News

ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୧୬/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୮୭, ଦକ୍ଷିଣ ଆଫ୍ରିକା ୨ ଇନିଂସରେ୨୫୮ ରନରେ ଅଲ ଆଉଟ ।