ବିଜେଡି କାର୍ୟ୍ୟାଳୟରେ ଭଙ୍ଗାରୁଜା, ୫ ଆହତ

.

Copy Editor RRM | Published On: Jan 06, 2018 02:07 PM IST |   150

ରାୟଗଡ଼ା: ବିଜେପି ସମର୍ଥକଙ୍କୁ ମାଡ଼ ମାରିବା ପ୍ରତିବାଦରେ ବହୁ ସଂଖ୍ୟକ ବିଜେପି କର୍ମୀ ରାୟଗଡ଼ା ସହରର ସାଂସଦ ଭାସ୍କର ରାଓଙ୍କ ଘର ପାଖରେ ଥିବା ବିଜେଡି ଅଫିସରେ ପଶି ଭଙ୍ଗାରୁଜା କରିଛନ୍ତି। ଏଥିସହ ବିଜେଡି କର୍ମୀଙ୍କୁ ମାଡ଼ ମାରିଛନ୍ତି। ଏଥିରେ ୫ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବରପାଇ ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଛି। ଏହି ଘଟଣା ନେଇ ରାୟଗଡ଼ା ସହରରେ ଉତ୍ତେଜନା ଦେଖାଦେଇଛି।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।