୨୫ରେ ମୁକ୍ତିଲାଭ କରିବ ପଦ୍ମାବତ୍

.

Copy Editor RRM | Published On: Jan 07, 2018 01:31 PM IST |   722

ମୁମ୍ବଇ: ଆସନ୍ତା ୨୫ ତାରିଖରେ ମୁକ୍ତିଲାଭ କରିବ ପଦ୍ମାବତ୍। ଦୀପିକା ପାଦୁକୋନ୍‌ ,ରଣବୀର ସିଂ ଓ ସାହିଦ୍‌ କପୁର ଅଭିନୀତ ତଥା ସଂଜୟ ଲୀଲା ଭସାଂଲୀଙ୍କ ନିର୍ଦ୍ଦେଶିତ ‘ପଦ୍ମାବତୀ’ ପ୍ରାରମ୍ଭରୁ ବିବାଦରେ ରହିଛି। ସିବିଏଫସିଙ୍କ ପକ୍ଷରୁ ଏହା ୟୁ/ଏ ସାର୍ଟିଫିକେଟ ଦିଆଯିବା ପରେ ଏହାର ରିଲିଜ୍‌ ତାରିଖ ଜଣାପଡ଼ିଛି। ପୂର୍ବରୁ ସିବିଏଫସିର ବିଚାରକ ମଣ୍ଡଳୀ ‘ପଦ୍ମାବତୀ’କୁ ଦେଖିବା ପରେ ଏହାର ନାମ ପରିବର୍ତ୍ତନ କରି ‘ପଦ୍ମାବତ’ ରଖିବାକୁ ପରାମର୍ଶ ଦେଇଥିଲେ। ସେହିପରି ଏହି ଫିଲ୍ମର ବିବାଦୀୟ ‘ଘୁମର୍‌’ ଗୀତରେ ପରିବର୍ତ୍ତନ ଆଣିବାକୁ ନିଷ୍ପତ୍ତି ହୋଇଥିଲା।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।