୨୦ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

.

Copy Editor RRM | Published On: Jan 09, 2018 11:59 AM IST |   313

ବାଲେଶ୍ୱର: ବାଲେଶ୍ୱର ଅବକାରୀ ବିଭାଗ ଆଜି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା । ୨୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିବା ସହ ଏଥିରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।