ରାଜଧାନୀରେ ଏନ୍‌କାଉଣ୍ଟର

୨ ଅପରାଧୀ ଆହତ, ବନ୍ଧୁକ ଓ ଗୁଳି ଜବତ

Copy Editor RRM | Published On: Jan 09, 2018 05:43 PM IST |   583

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ନିକଟ ବାଲିଅନ୍ତା ବଇଁଚୁଆରେ ପୁଲିସ ଏନକାଉଣ୍ଟର କରିଛି । ଏଥିରେ ଦୁଇ ଅପରାଧୀ ହରି ମେଣ୍ଟାଲ ଓ ଲିପୁ ଆହତ ହୋଇଛନ୍ତି । ଉଭୟଙ୍କ ଗୋଡ଼ରେ ଗୁଳି ବାଜିଛି । ଏମାନଙ୍କଠାରୁ ପୁଲିସ ୨ଟି ବନ୍ଧୁକ ସହ ଗୁଳି ଜବତ କରିଛି । ଅପରାଧୀ ଦ୍ୱୟଙ୍କ ନାଁରେ ଭୁବନେଶ୍ୱର ଓ ଜଗତ୍‌ସିଂହପୁରରେ ବିଭିନ୍ନ ଡକାୟତି ମାମଲା ରହିଥିବା ପୁଲିସ ସୂଚନା ଦେଇଛି । ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।