ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

.

Copy Editor RRM | Published On: Jan 10, 2018 02:23 PM IST |   136

ଢ଼େଙ୍କାନାଳ: ଗତ ରାତିରେ ତୋଲାରପସି ବ୍ରିଜ୍‌ ନିକଟରେ ଗୋରୁ ବୋଝେଇ ଏକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ କେତେଗୁଡିଏ ଗୋରୁଙ୍କ ମୃତୁ୍ୟ ଘଟିଥିବା ଜଣାପଡ଼ିଛି । ତେବେ ଏହି ରାସ୍ତାରେ ଗୋରୁଚାଲାଣ ଏବେ ନିତିଦିନିଆ ଘଟଣା ହୋଇଗଲାଣି । ଏଥିରେ ସ୍ଥାନୀୟ ପୁଲିସର ସମ୍ପୃକ୍ତି ରହିଥିବା ଲୋକେ ଅଭିଯୋଗ କରୁଛନ୍ତି ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।