ରାୟଗଡ଼ା ବିଜେପିକୁ ଧକ୍କା; କଂଗ୍ରେସରେ ମିଶିଲେ ମୁନିଗୁଡ଼ା ବ୍ଲକ ଅଧ୍ୟକ୍ଷ, ୭ ସମିତିସଭ୍ୟ ଓ ୮ ସରପଞ୍ଚ

.

Copy Editor RRM | Published On: Jan 10, 2018 04:26 PM IST |   108

ରାୟଗଡ଼ା: ରାୟଗଡ଼ା ଜିଲା ବିଜେପିକୁ ଶକ୍ତ ଧକ୍କା ଲାଗିଛି । ମୁନିଗୁଡ଼ା ବ୍ଲକ ଅଧ୍ୟକ୍ଷ ଶ୍ରୀଧର କରଡଙ୍କ ସହ ୭ ସମିତିସଭ୍ୟ ଓ ୮ ଜଣ ସରପଞ୍ଚ କଂଗ୍ରେସରେ ସାମିଲ ହୋଇଛନ୍ତି । ବୁଧବାର ଭୁବନେଶ୍ୱରରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ପ୍ରଦେଶ କଂଗ୍ରେସ କମିଟି ସଭାପତି ପ୍ରସାଦ ହରିଚନ୍ଦନ, ରାୟଗଡ଼ା ଜିଲା କଂଗ୍ରେସ କମିଟି ସଭାପତି ଦୁର୍ଗାପ୍ରସାଦ ପଣ୍ଡା, ପୁରୁଷୋତ୍ତମ ଗମାଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।