ଲାଞ୍ଚ ନେଲା ବେଳେ ଗିରଫ ହେଲେ କପ୍ତିପଦା ତହସିଲଦାର

.

Published On: Jan 11, 2018 11:18 AM IST | Updated On: Jan 11, 2018 11:20 AM IST |   379

ଉଦଳା: ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ତହସିଲଦାର ଶରତ ଚନ୍ଦ୍ର ମଲ୍ଲିକ ଆଜି ନିଜ ଭଡା ଘରେ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଗିରଫ କରିଛି । ଟ୍ରକ୍ ମାଲିକ ହେମନ୍ତ କୁମାର ବେହେରାଙ୍କ ଠାରୁ ପ୍ରାୟ ଏକ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଘଟଣାସ୍ଥଳରେ ଭିଜିଲାନ୍ସ ଟିମ୍ ପହଞ୍ଚି ନଗଦ ଟଙ୍କା ସହ ଗିରଫ କରିଛି । ଗିରଫ ବେଳେ ତହସିଲଦାର ଶରତ ଚନ୍ଦ୍ର ମଲ୍ଲିକ ଷଡଯନ୍ତ୍ରର ଶିକାର ହୋଇଛନ୍ତି ବୋଲି କହିଥିବା ବେଳେ ବାଲି ଚୋରା ଚାଲଣ ପାଇଁ ଦେଢ ଲକ୍ଷ ଟଙ୍କା ଦାବି କରିଥିବା ଅଭିଯୋଗ ହୋଇଛି ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।