ସିଏମସି କାର୍ୟ୍ୟାଳୟ ଉପରକୁ ବିଜେପିର ଅଣ୍ଡାମାଡ, ଆଡିସନାଲ ଡିସି ଆହତ

.

Published On: Jan 11, 2018 03:20 PM IST |   99

କଟକ: ସହରର ବିଭିନ୍ନ ସମସ୍ୟାକୁ ନେଇ ବିଜେପି ପକ୍ଷରୁ ଆଜି ସିଏମସି କାର୍ୟ୍ୟାଳୟ ଘେରଉ କରାଯାଇ ଥିଲେ । ବିକ୍ଷୋଭକାରୀମାନେ ସିଏମସି କାର୍ୟ୍ୟାଳୟ ଉପରକୁ ଟମାଟୋ, ଅଣ୍ଡା ଓ ଢେଲା ମାଡ କରିଥିଲେ ।  ଘେରଉ ବେଳେ ବିଜେପି କର୍ମୀ ଓ ପୁଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ଏଥିରେ ଜଣେ  ଆଡିସନାଲ ଡିସିଙ୍କ ମୁଣ୍ଡ ଫାଟିଥିବା ସୂଚନା ମିଳିଛି ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।