ମାଓବାଦୀ-ପୁଲିସଙ୍କ ମଧ୍ୟରେ ଗୁଳିବିନିମୟ ଜାରି, ୩ ଯବାନ ଗୁରୁତର

.

Published On: Jan 12, 2018 12:16 PM IST |   200

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲା ଚିନ୍ତାଗୁମ୍ଫା ନିକଟସ୍ଥ ଜଙ୍ଗଲରେ ମାଓବାଦୀ ପୁଲିସଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହଛି। ଏଥିରେ ୩ ଜଣ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ, ଆଜି ସକାଳୁ ଏହି କମ୍ବିଂ ଅପରେସନ୍ ଚାଲିଥିବା ବେଳେ ମାଓବାଦୀମାନେ ସୁରକ୍ଷା କର୍ମୀଙ୍କ ଉପରକୁ ଅର୍ତକିତ ଭାବରେ ଗୁଳି ବର୍ଷଣ କରିଥିଲେ। ଏଥିରେ ତିନି ଜଣ ଯବାନ ଗୁରୁତର ଆହତ ହୋଇଥିବା ଜଣାପଡିଛି ।

Tags:

Like Us

Breaking News

ପୁରୀ ରେଳ ଷ୍ଟେସନରେ ପୁରୀ-ତିରୁପତି ରେଳଗାଡିରେ ଗ୍ୟାସ ସିଲିଣ୍ଡର ବିସ୍ପୋରଣ, ବିସ୍ପୋରଣରେ ଗୋଟିଏ ବଗି କ୍ଷତି ଗସ୍ତ ସେଞ୍ଚୁରିଅନ୍‌ : ସେଞ୍ଚୁରିଅନ୍‌ ଟେଷ୍ଟରେ ଭାରତ ପରାସ୍ତ, ୧୩୫ ରନ୍‌ରେ ୨ୟ ଟେଷ୍ଟ ଜିତିବା ସହିତ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ବିଜୟୀ ସୁନ୍ଦରଗଡ଼ : ତଲସରା ଥାନା ଅଧୀନ ଅନ୍ତର୍ଗତ ମୁଖ୍ୟ ରାସ୍ତା ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ମୃତ । ସେଞ୍ଚୁରିଅନ୍‌ : ୨ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପକ୍ଷରୁ ଭାରତ ପାଇଁ ବିଜୟ ନିମନ୍ତେ ଧାର୍ଯ୍ୟ ଲକ୍ଷ ୨୮୭ ରନ୍ ର ପିଛା କରି ଭାରତ ୨୬/୩, ମୁରଲୀ ବିଜୟ, କେ.ଏଲ ରାହୁଲ ଏବଂ କୋହଲି ଆଉଟ ।