୨୦ ଗ୍ରାମ୍ ବ୍ରାଉନ ସୁଗାର ଜବତ, ୩ ଗିରଫ

.

Published On: Jan 13, 2018 03:52 PM IST |   84

ଭଦ୍ରକ: ଭଦ୍ରକ ଜିଲା ଚାରମ୍ପା ନିକଟରୁ ୨୦ ଗ୍ରାମ୍ ବ୍ରାଉନ ସୁଗାର ଜବତ ହୋଇଛି । ଏହି ମାମଲାରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି । ଏହା ଏକ ଟ୍ରାଭେରା ଗାଡି ମଧ୍ୟ ପୁଲିସ ଜମତ କରିଛି ।

Tags:

Like Us

Breaking News

ଜୟପୁର: ପ୍ରବୀଣ ତୋଗାଡିଆଙ୍କ ସମ୍ବାଦିକ ସମ୍ମିଳନୀ, ‘କହିଲେ ମୋ କଣ୍ଠରୋଧ କରିବାକୁ ଚେଷ୍ଟା କରାଯାଉଥିଲା’ ଆଫଗାନିସ୍ତାନ: କାବୁଲସ୍ଥିତ ଭାରତୀୟ ଦୂତାବାସ ଉପରକୁ ରକେଟ ମାଡ଼, ସାମାନ୍ୟ କ୍ଷୟକ୍ଷତି ସୂଚନା ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ମ୍ୟାଚରେ ବର୍ଷା ବାଧକ, ଖେଳ ବିଳମ୍ବ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକା ୬୮/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକାର ୨ ୱିକେଟର ପତନ, ଦକ୍ଷିଣ ଆଫ୍ରିକା ୧୦/୨ ।