ଭିକ ମାଗିଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ, ଅଭିନବ ଢଙ୍ଗରେ ଆନ୍ଦୋଳନ

.

Published On: Jan 14, 2018 12:06 PM IST |   103

 

ସମ୍ବଲପୁର: ସମଲେଶ୍ବରୀ ମନ୍ଦିର ପ୍ରଙ୍ଗଣରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ଭିକ ମାଗୁଛନ୍ତି । ଆଜି ଏଭଳି ଏକ ଅଭିନବ ଢଙ୍ଗରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି ।

Tags:

Like Us

Breaking News

ଜୟପୁର: ପ୍ରବୀଣ ତୋଗାଡିଆଙ୍କ ସମ୍ବାଦିକ ସମ୍ମିଳନୀ, ‘କହିଲେ ମୋ କଣ୍ଠରୋଧ କରିବାକୁ ଚେଷ୍ଟା କରାଯାଉଥିଲା’ ଆଫଗାନିସ୍ତାନ: କାବୁଲସ୍ଥିତ ଭାରତୀୟ ଦୂତାବାସ ଉପରକୁ ରକେଟ ମାଡ଼, ସାମାନ୍ୟ କ୍ଷୟକ୍ଷତି ସୂଚନା ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ମ୍ୟାଚରେ ବର୍ଷା ବାଧକ, ଖେଳ ବିଳମ୍ବ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକା ୬୮/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକାର ୨ ୱିକେଟର ପତନ, ଦକ୍ଷିଣ ଆଫ୍ରିକା ୧୦/୨ ।