ଚିଙ୍ଗୁଡ଼ି ଘେରିକୁ ନେଇ ଗୋଷ୍ଠୀ ସଂଘର୍ଷ, ୩୦ରୁ ଅଧିକ ଆହତ

.

Published On: Jan 14, 2018 03:55 PM IST |   68

 

ଚିଲିକା: ଚିଲିକାରେ ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଦେଖା ଯାଇଛି । ଏଥିରେ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସେମାନଙ୍କ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛି ।

Tags:

Like Us

Breaking News

ଜୟପୁର: ପ୍ରବୀଣ ତୋଗାଡିଆଙ୍କ ସମ୍ବାଦିକ ସମ୍ମିଳନୀ, ‘କହିଲେ ମୋ କଣ୍ଠରୋଧ କରିବାକୁ ଚେଷ୍ଟା କରାଯାଉଥିଲା’ ଆଫଗାନିସ୍ତାନ: କାବୁଲସ୍ଥିତ ଭାରତୀୟ ଦୂତାବାସ ଉପରକୁ ରକେଟ ମାଡ଼, ସାମାନ୍ୟ କ୍ଷୟକ୍ଷତି ସୂଚନା ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ମ୍ୟାଚରେ ବର୍ଷା ବାଧକ, ଖେଳ ବିଳମ୍ବ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକା ୬୮/୨। ସେଞ୍ଚୁରିଅନ୍‌ : ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ୟ ଟେଷ୍ଟର ୩ ଦିନ, ଦ୍ବିତୀୟ ଇନଂସରେ ଦକ୍ଷିଣ ଆଫ୍ରିକାର ୨ ୱିକେଟର ପତନ, ଦକ୍ଷିଣ ଆଫ୍ରିକା ୧୦/୨ ।