ଭଲ ବ୍ୟବଧାନରେ ବିଜେପୁର ଆସନ ଜିତିବୁ: ନବୀନ ପଟ୍ଟନାୟକ

୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published On: Feb 14, 2018 03:02 PM IST | Updated On: Feb 14, 2018 03:02 PM IST |   279

 

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଇଛନ୍ତି । ବିଜେପୁର ଆସନକୁ ଭଲ ବ୍ୟବଧାନରେ ଜିତିବେ ବୋଲି  ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା ପୂର୍ବରୁ କହିଛନ୍ତି । ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ  ଗଣ ମାଧ୍ୟମର ପ୍ରତିନିଧିମାନଙ୍କୁ  ଏ ବିଷୟରେ ସୂଚନା ଦେଇଛନ୍ତି । ଦିଲ୍ଲୀରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହା ସହ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ହକି ବିଶ୍ୱ କପର୍‌ ସମୀକ୍ଷା ବୈଠକରେ ଯୋଗଦେବେ ।

Tags:

Like Us

Breaking News

କଟକ: ଶିଶୁଭବନରେ ଉତ୍ତେଜନା, ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ରୋଗୀ ସେବା ବ୍ୟାହାତ ବ୍ରହ୍ମପୁର: ସାନ ରାମଚନ୍ଦ୍ର ପୁର ବାହାର ଭାଟି ମହୁଲ ମଦ ଦୋକାନରୁ ଡ଼କାୟତି, ମାଉଜର ଦେଖାଇ ଲଖ୍ୟାଧିକ ଟଙ୍କା ଲୁଟ୍ ଅଭିଯୋଗ ମୁମ୍ବାଇ: ଦିନ ୨ଟା ବେଳେ ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିବ ଶ୍ରୀଦେବୀଙ୍କ ପାର୍ଥିବ ଶରୀର କେନ୍ଦୁଝର: ବସ୍ ଓଲଟି ପଡି ୨୦ ଜଣ ଯାତ୍ରୀ ଆହତ