ପୁଲିସ ଜାଲରେ ଅନ୍ତଃରାଜ୍ୟ ବାଇକ୍ ଚୋର ଗ୍ୟାଙ୍ଗ, ୧୭ ଗିରଫ ଓ ୬୦ ବାଇକ୍ ଜବତ

.

Published On: Aug 12, 2017 12:39 PM IST | Updated On: Aug 12, 2017 03:16 AM IST |   364

 

ବାଲେଶ୍ବର: ବାଳେଶ୍ବର ପୁଲିସକୁ ବଡ ଏକ ସଫଳତା ମିଳିଛି। ରାଜ୍ୟର ବିଭିନ୍ନ ସ୍ଥାନରୁ ବାଇକ୍ ଚୋରି କରୁଥିବା ଅନ୍ତଃରାଜ୍ୟ ବାଇକ୍ ଚୋର ଗ୍ୟାଙ୍ଗକୁ ପୁଲିସ ଗିରଫ କରିଛି। ବାଲେଶ୍ବର ଟାଉନ, ବସ୍ତା, ଜଳେଶ୍ବର, ବାଲିଆପାଳ ଆଦି ବିଭିନ୍ନ ସ୍ଥାନରେ ଚଢାଉ କରି ୧୭ ଜଣ ବାଇକ୍ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ବେଳେ ସେବାନଙ୍କ ନିକଟରୁ ୬୦ଟି ଚୋରା ବାଇକ୍ ଜବତ କରାଯାଇଛି। ଗତ କିଛି ଦିନ ହେବ ଏହି ଲୁଟେରା ଗ୍ୟାଙ୍ଗ ରାଜ୍ୟର ବିଭିନ୍ନ ସ୍ଥାନରୁ ବାଇକ ଚୋରି କରି ଆତଙ୍କ ସୃଷ୍ଟି କରିଥିଲେ। ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇ କୋର୍ଟ ଚାଲଣ କରାଯାଇଛି।

 

Tags:

Like Us

Breaking News

ଧନୁ ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି କୋଇଲା ଦୁର୍ନୀତି ଅଭିଯୋଗରେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ୪ ଜଣଙ୍କୁ କାରାଦଣ୍ଡାଦେଶ ଭୁବନେଶ୍ବର: ୧୭ତମ ଫେଡେରସନ୍ କପ୍ କରାଟେ ପ୍ରତିଯୋଗୀତା ଆରମ୍ଭ ଅନୁଗୁଳ: ଖମାର ରେଞ୍ଜ ନିକଟବର୍ତ୍ତି ଅଞ୍ଚଳରେ ହାତୀ ଆକ୍ରମଣରେ ମହିଳା ମୃତ