ଚିତ୍ରୋତ୍ପଳା ନଦୀରେ କୁମ୍ଭୀର ଆତଙ୍କ

.

Published On: Aug 12, 2017 01:48 PM IST |   173

ମାର୍ଶାଘାଇ: ମାର୍ଶାଘାଇ ବ୍ଳକ୍ ନାରାୟଣପୁର ଚିତ୍ରୋତ୍ପଳା ନଦୀରେ କୁମ୍ଭୀର ଦେଖିବାକୁ ମିଳିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ବନବିଭାଗ କର୍ମଚାରୀ ପକ୍ଷରୁ କୌଣସି ପଦକ୍ଷପ ଗ୍ରହଣ କରାଯାଇ ନାହିଁ।

Tags:

Like Us

Breaking News

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ, ୧୭ ଜଣ ପ୍ରଶାସନିକ ଅଧିକାରୀଙ୍କ ବଦଳି ହିମାଚଳରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହାରିଲେ ମୋଦିଙ୍କ ଟ୍ୱିଟ ‘ଜିତିଲା ବିକାଶ, ଜିତିଲା ଗୁଜୁରାଟ’ ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଶ୍ରୀଲଙ୍କା କ୍ରିକେଟ ଦଳ