www.samajalive.in
Wednesday, December 10, 2025
23.1 C
Bhubaneswar

କାଲିଠୁ ମାଟ୍ରିକ୍ ଫର୍ମ ପୂରଣ

ସମାଜ ଲାଇଭ୍ ଡେସ୍କ : ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଆସନ୍ତାକାଲିଠୁ ଅନ୍‌ଲାଇନ୍‌ରେ ଫର୍ମ ପୂରଣ ଆରମ୍ଭ ହେବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।  ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଆସନ୍ତାକାଲି ଠାରୁ ଫର୍ମ ପୂରଣ କରି ପାରିବେ । ଫର୍ମ ପୂରଣର ଶେଷ ତାରିଖ ୨୨ ତାରିଖ ଧାର୍ଯ୍ୟ କରାଯାଇଛି । ଛାତ୍ରଛାତ୍ରୀ ବିଦ୍ୟାଳୟର ମୁଖ୍ୟଙ୍କ ମାଧ୍ୟମରେ ଅନ୍‌ଲାଇନ୍‌ରେ ଫର୍ମ ପୂରଣ କରିପାରିବେ ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories