www.samajalive.in
Friday, December 5, 2025
20.1 C
Bhubaneswar

ଦାରୁବ୍ରହ୍ମଙ୍କୁ ଦର୍ଶନ କଲେ ଗଜପତି

ପୁରୀ: ଦାରୁବ୍ରହ୍ମଙ୍କୁ ଗୁରୁବାର ଦର୍ଶନ କରିଛନ୍ତି ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବ। ପାଟମହାରାଣୀଙ୍କ ସହ ସେ ଦକ୍ଷିଣଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। ଗର୍ଭଗୃହକୁ ଯାଇ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ଦର୍ଶନ କରିଛନ୍ତି।
ଏତଦ୍‌ବ୍ୟତୀତ ସେମାନେ ମହାଲକ୍ଷ୍ମୀ, ବିମଳା, ନୃସିଂହ, ବଟଗଣେଶ, ମଙ୍ଗଳା, କାନପତା ହନୁମାନଙ୍କୁ ଦର୍ଶନ କରିଥିବା ଜଣାପଡିଛି। ମୁକ୍ତିମଣ୍ଡପରେ ଗଜପତି ମହାରାଜା ଏବଂ ମହାରାଣୀ ପ୍ରମାଣ କରିଥିଲେ। ଗଜପତିଙ୍କ ଶ୍ରୀମନ୍ଦିର ପ୍ରବେଶକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories